ବୁଗୁଡା,୨୨/୦୨(ପିପିଟି): ବୁଗୁଡ଼ା ବ୍ଲକ୍ ବିରଞ୍ଚିପୁର ଗ୍ରାମର ମଞ୍ଜୁଲତା ସାହୁ (ବୟସ – ୪୦) ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଈଛନ୍ତି ।