ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ।

ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ।

ପୋଲସରା,୨୨/୦୩(ପିପିଟି): ପୋଲସରା ବ୍ଲକ୍ ବଡ଼ପଙ୍କଳବାଡ଼ି ପଞ୍ଚାୟତ ପି.ନୂଆଁଗାଁ ଗ୍ରାମର ହୀନ ସାହୁ (ବୟସ – ୪୦) ସୁରାଟ ଠାରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ସମୟରେ ଆକସ୍ମିକ ମୃତ୍ୟୁ ବରଣ କରିଛନ୍ତି ।ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି ।

Comments (0)
Add Comment