ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ।

ପୋଲସରା,୨୮/୦୩(ପିପିଟି):ପୋଲସରା ବ୍ଲକ୍ ବୁଢ଼େଈଶୁଣି ଗ୍ରାମର ନମିତା ବରାଡ଼ (ବୟସ – ୪୦) ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।

Comments (0)
Add Comment