ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ।

ପୋଲସରା,୧୧/୦୬(ପିପିଟି):ପୋଲସରା ବ୍ଲକ ମାଳତେନ୍ତୁଳିଆ ଗ୍ରାମର ନମିତା ସାହୁ(ବୟସ-୪୦) ବିଦ୍ୟୁତ୍ ସଂସ୍ପର୍ଶ ରେ ଆସି ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।

Comments (0)
Add Comment