ପୋଲସରା,୦୯/୧୧(ପିପିଟି):ପୋଲସରା ବ୍ଲକ୍ ଜକର ଗ୍ରାମର ବିଜୟ ଗୌଡ଼ (ବୟସ – ୫୦) ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।