ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ।

ପୋଲସରା,୨୬/୦୨(ପିପିଟି) :ପୋଲସରା ସହର ସ୍ଥିତ ବଜାର ସାହି ନିକଟ ଏକ ଘରୁ ଜଣେ ଯୁବକଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ ଦେହ ଉଦ୍ଧାର ହୋଇଛି। ମ୍ରୃତକ ଜଣ ସୁରତର ହେମନ୍ତ ସିଂ ଗୋହିଲ ।ହେମନ୍ତ ସୋଇଥିବା ସମୟରେ ତାଙ୍କ ମୁଣ୍ଡରେ ଶକ୍ତ ଆଘାତ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି ।ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

ରିପୋର୍ଟ- ସନ୍ତୋଷ କୁମାର ପଣ୍ଡା

Comments (0)
Add Comment