ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ ।

ବାଲିଗୁଡ, ୨୧/୦୬(ପିପିଟି): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ ହୋଇଯାଇଛି । ଏଥିରେ ଅଧ୍ଯକ୍ଷ ଡ.ବିଭୂତି ଭୂଷଣ ଆଚାର୍ଯ୍ଯ ଯୁବ ରେଡକ୍ରସ୍ ର ଜିଲ୍ଲା ସଂଯୋଜକ କାଉନସେଲର ମାନସରଂଜନ ପ୍ରଧାନ, ଜାତୀୟ ସେବା ଯୋଜନା ଅଧିକାରୀ ହମନ୍ ଦିବାକା, ପ୍ରଶାସନିକ ଅଧିକାରୀ ଡ.ସୁଶାନ୍ତ କୁମାର ଦାସ, କ୍ରୀଡା ପ୍ରଶିକ୍ଷକ ଗଂଗାଧର ପଣ୍ଡାଙ୍କ ସମେତ ସମସ୍ତ ଅଧ୍ଯାପକ,ଅଧ୍ଯାପିକା, ଛାତ୍ରଛାତ୍ରୀ ଉପସ୍ଥିତ ରହି ସାମୂହିକ ଯୋଗାଭ୍ଯାସରେ ଅଂଶଗ୍ରହଣ କରି ନିଜକୁ ଫିଟ୍ ରଖିବାକୁ ସଂକଳ୍ପ କରି ଖୁସି ଅନୁଭବ କରିଥିଲେ ।

ରିପୋର୍ଟ:-ସୁଶାନ୍ତ କୁମାର ପାଣିଗ୍ରାହୀ

Comments (0)
Add Comment