ଭୁବନେଶ୍ବର ୨୯/୦୪(ପିପିଟି); ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୧୦ ପଜିଟିଭ ସଂଖ୍ୟା ୧୨,୮୮,୦୩୪ ଚିହ୍ନଟ ହୋଇଛନ୍ତି ୧୨,୭୮,୭୭୯ ଜଣ ସୁସ୍ଥ ହୋଇଥିବା ବେଳେ ୭୮ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୯,୧୨୪ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ଖୋର୍ଦ୍ଧା ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨,୪୪,୮୪୫ ସୁସ୍ଥ ସଂଖ୍ୟା ୨,୪୩,୦୬୭ ଚିକିତ୍ସିତ ସଂଖ୍ୟା ୧୮ ମୃତ ସଂଖ୍ୟା ୧୭୫୦, କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୧,୧୩,୭୪୫, ସୁସ୍ଥ ସଂଖ୍ୟା ୧,୧୨,୮୨୬ ଚିକିତ୍ସିତ ସଂଖ୍ୟା ୦୮, ମୃତ ସଂଖ୍ୟା ୯୦୭, ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୩୬,୭୫୬ ସୁସ୍ଥ ସଂଖ୍ୟା ୩୬,୨୩୬ ଚିକିତ୍ସିତ ସଂଖ୍ୟା ୦, ମୃତ ସଂଖ୍ୟା ୫୧୨ ସୁନ୍ଦରଗଡ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୯୦,୮୩୮ ସୁସ୍ଥ ସଂଖ୍ୟା ୯୦,୧୪୪ ଚିକିତ୍ସିତ ସଂଖ୍ୟା ୦୯ ମୃତ ସଂଖ୍ୟା ୬୮୧ ବୋଲି ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି।