ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୩,୨୬,୨୩୩, ମୃତ୍ୟୁ ସଂଖ୍ୟା ୧,୮୩୬ ।

ଭୁବନେଶ୍ବର,୨୦/୧୨(ପିପିଟି); ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୩୭୨ । ବର୍ତ୍ତମାନ ସୁଦ୍ଧା ୬୬,୦୩,୬୧୩ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୩,୨୬,୨୩୩ ଚିହ୍ନଟ ହୋଇଛନ୍ତି ୩,୨୧,୩୦୯ ଜଣ ସୁସ୍ଥ ହୋଇଥିବା ବେଳେ ୩,୦୩୫ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୮୩୬ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୩୭୨ ଜଣଙ୍କ ମଧ୍ୟରୁ ୨୧୪ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧୫୮ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Comments (0)
Add Comment