ଭୁବନେଶ୍ବର,୦୧/୦୧(ପିପିଟି);ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୨୪୫ । ବର୍ତ୍ତମାନ ସୁଦ୍ଧା ୬୯,୭୬,୧୦୮ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୩,୨୯,୮୬୬ ଚିହ୍ନଟ ହୋଇଛନ୍ତି ୩,୨୫,୪୩୨ ଜଣ ସୁସ୍ଥ ହୋଇଥିବା ବେଳେ ୨,୫୦୫ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୮୭୬ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୨୪୫ ଜଣଙ୍କ ମଧ୍ୟରୁ ୧୩୯ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧୦୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।