ଭୁବନେଶ୍ବର,୧୦/୦୧(ପିପିଟି); ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୨୬୦ । ବର୍ତ୍ତମାନ ସୁଦ୍ଧା ୭୧,୭୨,୦୯୦ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୩,୩୧,୮୬୨ ଚିହ୍ନଟ ହୋଇଛନ୍ତି ୩,୨୭,୮୦୩ ଜଣ ସୁସ୍ଥ ହୋଇଥିବା ବେଳେ ୨,୧୧୫ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୮୯୧ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୨୬୦ ଜଣଙ୍କ ମଧ୍ୟରୁ ୧୫୧ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧୦୯ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।