ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୨,୭୬,୦୯୪, ମୃତ୍ୟୁ ସଂଖ୍ୟା ୧,୧୯୬ ।

ଭୁବନେଶ୍ବର,୨୨/୧୦(ପିପିଟି); ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୧,୯୧୩ । ବର୍ତ୍ତମାନ ସୁଦ୍ଧା ୪୧,୯୯,୫୦୮ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୨,୭୬,୦୯୪ ଚିହ୍ନଟ ହୋଇଛନ୍ତି ୨,୫୪,୯୧୩ ଜଣ ସୁସ୍ଥ ହୋଇଥିବା ବେଳେ ୧୯,୯୩୨ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୧୯୬ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧,୯୧୩ ଜଣଙ୍କ ମଧ୍ୟରୁ ୧,୧୦୯ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୮୦୪ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Comments (0)
Add Comment