ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୨,୭୯,୫୮୨, ମୃତ୍ୟୁ ସଂଖ୍ୟା ୧,୨୨୯ ।

ଭୁବନେଶ୍ବର,୨୪/୧୦(ପିପିଟି); ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୧,୬୯୫ । ବର୍ତ୍ତମାନ ସୁଦ୍ଧା ୪୨,୮୦,୨୭୪ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୨,୭୯,୫୮୨ ଚିହ୍ନଟ ହୋଇଛନ୍ତି ୨,୫୯,୪୧୮ ଜଣ ସୁସ୍ଥ ହୋଇଥିବା ବେଳେ ୧୮,୮୮୨ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୨୨୯ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧,୬୯୫ ଜଣଙ୍କ ମଧ୍ୟରୁ ୯୮୬ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୭୦୯ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Comments (0)
Add Comment