ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୨,୮୧,୨୧୫, ମୃତ୍ୟୁ ସଂଖ୍ୟା ୧,୨୪୫ 

ଭୁବନେଶ୍ବର,୨୫/୧୦(ପିପିଟି); ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୧,୬୩୩ । ବର୍ତ୍ତମାନ ସୁଦ୍ଧା ୪୩,୧୮,୦୭୫ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୨,୮୧,୨୧୫ ଚିହ୍ନଟ ହୋଇଛନ୍ତି ୨,୬୨,୦୩୧ ଜଣ ସୁସ୍ଥ ହୋଇଥିବା ବେଳେ ୧୭,୮୮୬ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୨୪୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧,୬୩୩ ଜଣଙ୍କ ମଧ୍ୟରୁ ୯୫୫ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୬୭୮ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Comments (0)
Add Comment