ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୨,୮୨,୬୯୫, ମୃତ୍ୟୁ ସଂଖ୍ୟା ୧,୨୫୯ ।

ଭୁବନେଶ୍ବର,୨୬/୧୦(ପିପିଟି);ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୧,୪୮୦ । ବର୍ତ୍ତମାନ ସୁଦ୍ଧା ୪୩,୫୪,୯୫୬ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୨,୮୨,୬୯୫ ଚିହ୍ନଟ ହୋଇଛନ୍ତି ୨,୬୪,୧୦୨ ଜଣ ସୁସ୍ଥ ହୋଇଥିବା ବେଳେ ୧୭,୨୮୧ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୨୫୯ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧,୪୮୦ ଜଣଙ୍କ ମଧ୍ୟରୁ ୮୫୮ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୬୨୨ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Comments (0)
Add Comment