ଭୁବନେଶ୍ବର,୦୨/୧୧(ପିପିଟି); ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୧,୩୮୯ । ବର୍ତ୍ତମାନ ସୁଦ୍ଧା ୪୬,୪୫,୧୯୨ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୨,୯୩,୨୧୪ ଚିହ୍ନଟ ହୋଇଛନ୍ତି ୨,୭୭,୫୬୪ ଜଣ ସୁସ୍ଥ ହୋଇଥିବା ବେଳେ ୧୪,୨୫୭ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୩୪୦ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧,୩୮୯ ଜଣଙ୍କ ମଧ୍ୟରୁ ୭୯୮ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୫୯୧ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।