ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୨,୯୫,୮୮୯, ମୃତ୍ୟୁ ସଂଖ୍ୟା ୧,୩୬୪ ।

ଭୁବନେଶ୍ବର,୦୪/୧୧(ପିପିଟି); ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୧,୪୭୪ । ବର୍ତ୍ତମାନ ସୁଦ୍ଧା ୪୭,୩୬,୨୪୬ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୨,୯୫,୮୮୯ ଚିହ୍ନଟ ହୋଇଛନ୍ତି ୨,୮୦,୫୫୩ ଜଣ ସୁସ୍ଥ ହୋଇଥିବା ବେଳେ ୧୩,୯୧୯ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୩୬୪ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧,୪୭୪ ଜଣଙ୍କ ମଧ୍ୟରୁ ୮୫୫ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୬୧୯ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Comments (0)
Add Comment