ଭୁବନେଶ୍ବର,୨୮/୧୧(ଧପିପିଟି); ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୫୫୦ । ବର୍ତ୍ତମାନ ସୁଦ୍ଧା ୫୮,୧୯,୫୮୪ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୩,୧୭,୭୮୯ ଚିହ୍ନଟ ହୋଇଛନ୍ତି ୩,୦୯,୭୪୭ ଜଣ ସୁସ୍ଥ ହୋଇଥିବା ବେଳେ ୬,୨୫୯ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୭୩୦ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୫୫୦ ଜଣଙ୍କ ମଧ୍ୟରୁ ୩୧୭ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୨୩୩ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।