ରାୟଗଡା ,ତା-୨୬/୦୯(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨,୦୫,୪୫୨ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୧,୬୫,୪୩୨, ଚିକିତ୍ସିତ ସଂଖ୍ୟା ୩୯,୧୮୪, ମୃତ ସଂଖ୍ୟା ୭୮୩ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୧୨୧ ସହ ରାୟଗଡା ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୭,୨୪୨, ସୁସ୍ଥ ସଂଖ୍ୟା ୬,୬୩୬,ଚିକିତ୍ସିତ ସଂଖ୍ୟା ୫୬୯ ଏବଂ ମୃତ ସଂଖ୍ୟା ୩୭ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୪,୩୫୬ ହୋଇଥିବା ବେଳେ ରାୟଗଡା ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୧୨୧ ବୋଲି ଜଣାପଡିଛି ।