ଶରଣ ଶ୍ରୀକ୍ଷେତ୍ର ମାରଦା ମନ୍ଦିର ପରିଦର୍ଶନରେ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ।

ପୋଲସରା,୦୮/୦୭(ପିପିଟି);ପୋଲସରା ନିର୍ବାଚନ ମଣ୍ଡଳୀର ତିନିଗୋଟି ପର୍ଯ୍ୟଟନ ସ୍ଥଳୀ ଶରଣ ଶ୍ରୀକ୍ଷେତ୍ର ମାରଦା ମନ୍ଦିର,ବୁଗୁଡା ବିରଞ୍ଚି ନାରାୟଣ ମନ୍ଦିର ଓ ବୁଦ୍ଧଖୋଲକୁ ଓଡ଼ିଶାର ପର୍ଯ୍ୟଟନ ଓ ସାଂସ୍କୃତିକ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ପରିଦର୍ଶନ କରି ଉନ୍ନୟନ ମୂଳକ କାର୍ଯ୍ୟ ଉପରେ ସମୀକ୍ଷା କରିଛନ୍ତି ଏବଂ ପର୍ଯ୍ୟଟନ ବିଭାଗରୁ ସହାୟତା ଦେବା ପାଇଁ ପ୍ରତିଶୃତି ଦେଇଛନ୍ତି। ଆସିକା ସାଂସଦ ପ୍ରମିଳା ବିଷୋୟୀ, ବିଧାୟକ ଶ୍ରୀକାନ୍ତ ସାହୁ, ସ୍ଥାନୀୟ ପ୍ରଶାସନିକ ଅଧିକାରୀ ଏବଂ ସ୍ଥାନୀୟ ପଞ୍ଚାୟତ ପ୍ରତିନିଧି ମାନେ ଉପସ୍ଥିତ ଥିଲେ।

(ରିପୋର୍ଟ- ସନ୍ତୋଷ କୁମାର ପଣ୍ଡା ।)

Comments (0)
Add Comment