ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀର ଧରାକୋଟ ଜୋନ ସ୍ତରୀୟ ବିଜେଡି ବୈଠକ।

ଧରାକୋଟ, ୧୦/୧୦(ପିପିଟି):ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ଧରାକୋଟ ବ୍ଲକ କଳା ବିକାଶ କେନ୍ଦ୍ର ଠାରେ ବିଜୁ ଜନତା ଦଳର ଜୋନ କମିଟି ବୈଠକରେ ପୂର୍ବତନ ବିଧାୟିକା ସାନଖେମୁଣ୍ଡି ନନ୍ଦିନୀ ଦେବୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ପୂର୍ତ୍ତ, ଖଣିଜ ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ,ଆସ୍କା ସାଂସଦ ପ୍ରମିଳା ବିଷୋୟୀ, ଭୁବନେଶ୍ୱର ବିଧାୟକ ଅନନ୍ତ ନାରାୟଣ ଜେନା,କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ,ଗଞ୍ଜାମ ଜିଲ୍ଲା ବିଜୁ ଜନତା ଦଳ ସଭାପତି ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ ଏବଂ ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ଦେଇଛନ୍ତି। ଜନ ପ୍ରତିନିଧି ଓ ଜନସାଧାରଣ ଉପସ୍ଥିତ ଥିଲେ।

Comments (0)
Add Comment