ବ୍ରହ୍ମପୁର,ତା-୦୮/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୧,୯୧୩ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୧୬,୪୪୭, ଚିକିତ୍ସିତ ସଂଖ୍ୟା ୩,୬୨୯ ମୃତ ସଂଖ୍ୟା ୧,୭୮୩ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୦୪ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୧,୬୯୦, ସୁସ୍ଥ ସଂଖ୍ୟା ୨୧,୪୦୭, ଚିକିତ୍ସିତ ସଂଖ୍ୟା ୩୦ ଏବଂ ମୃତ ସଂଖ୍ୟା ୨୪୫ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩୪୯ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୦୪ ବୋଲି ଜଣାପଡିଛି ।