ବ୍ରହ୍ମପୁର,ତା-୦୯/୦୧(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୧,୬୦୨ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୨୭,୫୩୪, ଚିକିତ୍ସିତ ସଂଖ୍ୟା ୨,୧୨୪, ମୃତ ସଂଖ୍ୟା ୧,୮୯୧ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୦୩ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୧,୮୩୧, ସୁସ୍ଥ ସଂଖ୍ୟା ୨୧,୫୫୬, ଚିକିତ୍ସିତ ସଂଖ୍ୟା ୨୦ ଏବଂ ମୃତ ସଂଖ୍ୟା ୨୪୭ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୨୦୬ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୦୩ ବୋଲି ଜଣାପଡିଛି ।