ଢୁଙ୍କାପଡା ଠାରେ “ଆମ ଓଡ଼ିଶା ନବୀନ ଓଡିଶା” କାର୍ଯ୍ୟକ୍ରମ ଅନୁଷ୍ଠିତ।

ପୋଲସରା,୦୧/୦୨(ପିପିଟି):ପୋଲସରା ବ୍ଲକ୍ ଅନ୍ତର୍ଗତ ଢୁଙ୍କାପଡ଼ା ଗ୍ରାମ ଠାରେ ” ଆମ ଓଡ଼ିଶା ନବୀନ ଓଡ଼ିଶା “ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ସଚେତନତା ଶିବିର କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।ଜନ ପ୍ରତିନିଧି ଓ ଜନସାଧାରଣ ଉପସ୍ଥିତ ଥିଲେ।

Comments (0)
Add Comment