ବୁଗୁଡା ବ୍ଲକ ଅନ୍ତର୍ଗତ ତାମ୍ବିରି ଗ୍ରାମକୁ ଯାଇ ବିଧାୟକ ଶ୍ରୀକାନ୍ତ ସାହୁ ଲୋକମାନଙ୍କ ସମସ୍ୟା ବୁଝିବା ସହ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ବିଷୟରେ ଲୋକଙ୍କ ସହ ଆଲୋଚନା କରିଛନ୍ତି। Read more
ପୋଲସରା ବ୍ଲକ ଅନ୍ତର୍ଗତ ଡି.ଚଢିଆପଡ଼ା ଗ୍ରାମର ରାଜଶ୍ରୀ ବଳାସୀ ସମାଜ ଗୃହକୁ ବିଧାୟକ ଶ୍ରୀକାନ୍ତ ସାହୁ ଯୋଗ ଦେଇ ଭିତ୍ତି ପ୍ରସ୍ଥର ସ୍ଥାପନ କରିଛନ୍ତି । Read more
ବିଧାୟକ ଶ୍ରୀକାନ୍ତ ସାହୁ ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଲାଇନ ଡିପାର୍ଟମେଣ୍ଟ ଯନ୍ତ୍ରୀ ମାନଙ୍କ ସହ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । Read more
ଆସିକା ନିର୍ବାଚନ ମଣ୍ଡଳୀର ଯୁବ ଓ ଛାତ୍ର ବିଜୁ ଜନତା ଦଳର କର୍ମକର୍ତ୍ତାଙ୍କୁ କବିସୂର୍ଯ୍ୟନଗର ଡାକ ବଙ୍ଗଳା ଠାରେ ବିଧାୟିକା ମଞ୍ଜୁଳା ସ୍ୱାଇଁ ଶୁଭେଚ୍ଛା ଜଣାଇଲେ । Read more
ବିଧାୟକ ଶ୍ରୀକାନ୍ତ ସାହୁ ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ସରକାରୀ କର୍ମଚାରୀ ମାନଙ୍କ ସହ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ଲୋକମାନଙ୍କ ଅଭିଯୋଗ ଶୁଣିଛନ୍ତି। Read more
ବିଧାୟକ ଶ୍ରୀକାନ୍ତ ସାହୁ ବୁଗୁଡା ପଞ୍ଚାୟତ ସମିତି କାର୍ଯ୍ୟାଳୟକୁ ଯାଇ କର୍ମଚାରୀ ମାନଙ୍କ ସହ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ଲୋକମାନଙ୍କ ଅଭିଯୋଗ ଶୁଣିଛନ୍ତି। Read more
ବୁଗୁଡା ଏନ୍ଏସି କଲ୍ୟାଣ ମଣ୍ଡପ ଠାରେ ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଦ୍ବାରା ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଭତ୍ତା ବଣ୍ଟନ । Read more
ପୋଲସରା ବ୍ଲକର ପୂର୍ବତନ ସରପଞ୍ଚ ଅନ୍ତର୍ଯ୍ୟାମୀ ସାହୁ ମୃତ୍ୟୁ ଖବର ପାଇ ବିଧାୟକ ଶ୍ରୀକାନ୍ତ ସାହୁ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି। Read more