ସରକାର ଆସିବ ଯିବ କିନ୍ତୁ ମା ବିରଜା ଅଛି ଓ ରହିଥିବି – ବବି ।

ଯାଜପୁର,୨୮/୧୧(ପିପିଟି):ଯାଜପୁର ଜିଲ୍ଲା ମା ବିରଜା ମନ୍ଦିର ପ୍ରକଳ୍ପ କାମ ତ୍ବରାନ୍ବିତ କରିବାକୁ ମୁଖ୍ଯମନ୍ତ୍ରୀ ମୋହନ ମାଝୀଙ୍କ ନିର୍ଦ୍ଦେଶ ପରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ ।…
Read More...

ମରଣଜନ୍ତା ପାଲଟଛି ଜରିପଡା ଠାରୁ ଗଡ଼ଖଲ ରାସ୍ତା,ସ୍ତାନୀୟ ପ୍ରଶାସନର ଦୃଷ୍ଟି ନାହିଁ।

ବୋଲଗଡ଼, ୨୮/୧୧(ପିପିଟି):ବୋଲଗଡ଼ ବ୍ଲକ ଅନ୍ତର୍ଗତ ସାଗରଗାଁ ପଞ୍ଚାୟତର ଜରିପଡା ଗ୍ରାମ ଠାରୁ ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ ର ଗଡ଼ଖଲ ଗ୍ରାମ ପର୍ଯ୍ୟନ୍ତ ପୁରାତନ ରାସ୍ତା ଯାହାକି ମାତ୍ର ୩ କିଲୋମିଟର ରାସ୍ତା ମରଣଯନ୍ତା…
Read More...

ଦାଦାର ଆକ୍ରମଣରେ ପୁତୁରାର ମୃତ୍ୟୁ।

ଦିଗପହଣ୍ଡି , ୨୮/୧୧(ପିପିଟି):ଗଞ୍ଜାମ ଜିଲ୍ଲା ସଦର ଥାନା ଅନ୍ତର୍ଗତ ରୋହିଗାଁ ରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଦାଦାର ଆକ୍ରମଣରେ ପୁତୁରାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଆକ୍ରମଣକାରି ଜଣଙ୍କ ମୃତ…
Read More...

ସୁବର୍ଣ୍ଣ ଲୋକ ମହୋତ୍ସବ ୨୦୨୫ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ।

ସୁବର୍ଣ୍ଣପୁର ,୨୭/୧୧(ପିପିଟି) : ସୁବର୍ଣ୍ଣ ଲୋକ ମହୋତ୍ସବ ୨୦୨୫ ପାଇଁ ଆଜି ଅପରାହ୍ନ ୪ ଘଟିକା ସମୟରେ ଅତିରିକ୍ତ ଜିଲ୍ଲାପାଳ, ସୁବର୍ଣ୍ଣପୁର, ଶ୍ରୀ ରାଜେନ୍ଦ୍ର ମାଝୀଙ୍କ ସଭାପତିତ୍ବରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ…
Read More...

ରାଜ୍ୟ ସ୍ତରୀୟ ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହ ।

ଭୁବନେଶ୍ବର,୨୭/୧୧: ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ମହିଳାଙ୍କ ନିଯୁକ୍ତି ବିଷୟକୁ ବିଚାରକୁ ନିଆଯିବ। ଏଥିପାଇଁ ଆବଶ୍ୟକୀୟ ସଂଶୋଧନ ଜରିଆରେ ପଦବୀକୁ ଫାୟାର ଫାଇଟର ବା ଅଗ୍ନିଯୋଦ୍ଧା ଭାବେ ନାମିତ କରାଯିବ। ଏହାଫଳରେ…
Read More...

ଜିଲ୍ଲା ସ୍ତରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନର ଶୁଭାରମ୍ଭ ।

ଯାଜପୁର,୨୭/୧୧: ନୂଆଦିଲ୍ଲୀର ବିଜ୍ଞାନ ଭବନରେ ବାଲ୍ୟବିବାହ ମୁକ୍ତ ଭାରତ ଅଭିଯାନ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଅନୁପମା ଦେବୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ବେଳେ ଏପଟେ ଓଡ଼ିଶାର ଯାଜପୁର ଜିଲ୍ଲାର ଗୌତମ ବୁଦ୍ଧ…
Read More...

ସୁବଳୟା କଲେଜରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ।

ସୁବର୍ଣ୍ଣପୁର ,୨୭/୧୧(ପିପିଟି) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଯୁକ୍ତ ଦୁଇ କଲେଜରେ ୩୯ ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ବୁଧବାର ଉଦଯାପିତ ହୋଇଯାଇଛି। ପୁରସ୍କାର ବିତରଣ ଉତ୍ସବରେ…
Read More...

ବ୍ରହ୍ମପୁର ମହାମାୟୀ ମହିଳା ମହାବିଦ୍ୟାଳୟରେ ସ୍ଵତନ୍ତ୍ର ଭୋଟର ତାଲିକା ଅଭିଯାନ-୨୦୨୫ ।

ବ୍ରହ୍ମପୁର,୨୭/୧୧(ପିପିଟି): ବ୍ରହ୍ମପୁର ମହାମାୟୀ ମହିଳା ମହାବିଦ୍ୟାଳୟର ସମ୍ମିଳନୀ କକ୍ଷରେ ଏକ ସ୍ବତନ୍ତ୍ର ଭୋଟର ତାଲିକା ପଞ୍ଜିକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହା ବ୍ରହ୍ମପୁର ଉପଜିଲ୍ଲାପାଳ ଦୀନା ଦସ୍ତଗୀରଙ୍କ…
Read More...

ଯୁବ ଆଇନଜୀବୀ ପ୍ରଦୀପ କୁମାର ନାୟକଙ୍କ ପରଲୋକ।

ପୋଲସରା, ୨୭/୧୧(ପିପିଟି):ଯୁବ ଆଇନଜୀବୀ ତଥା ନିକଟସ୍ଥ ମଥୁରା ଗ୍ରାମ ପଞ୍ଚାୟତର ପୂର୍ବତନ ସରପଞ୍ଚ ପ୍ରଦୀପ କୁମାର ନାୟକ (ଲିଟୁ)ଙ୍କର ଆଜି ସକାଳେ ବିଶାଖାପାଟଣାର ଗୋଟିଏ ଘରୋଇ ହସ୍ପିଟାଲ ରେ ପରଲୋକ ହୋଇଯାଇଛି । ମୃତ୍ୟୁ…
Read More...