ଫେସବୁକରେ କମେଣ୍ଟ ମରାକୁ କେନ୍ଦ୍ର କରି ଯୁବକଙ୍କୁ ଆକ୍ରମଣ,ଦୁଇଟି ମାମଲା ରୁଜୁ ।
ବେଗୁନିଆପଡା,୦୬/୧୧(ପିପିଟି):ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅନ୍ତର୍ଗତ ମର୍ଦ୍ଦକୋଟ ପଞ୍ଚାୟତର କଣ୍ଟାପଡା ଗ୍ରାମରେ ଫେସବୁକରେ କମେଣ୍ଟ ମରାକୁ ନେଇ ଜଣେ ଯୁବକଙ୍କୁ ଆକ୍ରମଣ ହୋଇଥିବା ଜଣାପଡିଛି । ସୂଚନା ପ୍ରକାରେ ଫେସବୁକରେ…
Read More...
Read More...