ବିଦ୍ୟୁତ ଆଘାତରେ ପ୍ରଧାନ ଶିକ୍ଷୟତ୍ରୀଙ୍କ ମୃତ୍ୟୁ, ସ୍ୱାମୀ ଗୁରୁତର ।
ନାକଟିଦେଉଳ,୨୭/୦୫: ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ ବାଟଗାଁ ଉଛ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଅନିତା ପୁରୋହିତ (୫୨ )ଙ୍କ ମଙ୍ଗଳବାର ସକାଳୁ ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଥିବା ଜଣା ପଡିଛି ।…
Read More...
Read More...