ସମ୍ବଲପୁର ଓ ବ୍ରହ୍ମପୁରରେ ‘ମୋ ବସ୍’ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ।
ଭୁବନେଶ୍ବର,୦୯/୦୩:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମ୍ବଲପୁର ଓ ବ୍ରହ୍ମପୁର ସହରରେ ‘ମୋ ବସ୍’ ସେବାର ଶୁଭାରମ୍ଭ କରିଛନ୍ତି।
ସୂଚନାଯୋଗ୍ୟ ଯେ ଉଭୟ ସହରରେ ଆଜି ୧୫ଟି ଲେଖାଏଁ ବସ୍ ଚଳାଚଳ ପାଇଁ ସୁବିଧା କରାଯାଇଛି।…
Read More...
Read More...