ନୌସେନା ପ୍ରଶିକ୍ଷଣ କେନ୍ଦ୍ର ଚିଲିକାରେ ପୁଣି ଏକ ଅଗ୍ନିବୀର ପ୍ରଶିକ୍ଷାର୍ଥୀଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ ।

ବାଣପୁର, ୨୦/୦୪:ଭାରତୀୟ ନୌସେନା ପ୍ରଶିକ୍ଷଣ କେନ୍ଦ୍ର ଚିଲିକାରୁ ଜଣେ ଅଗ୍ନିବୀର ପ୍ରଶିକ୍ଷାର୍ଥୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଉଛି । ଏନେଇ ପରିବାର ପକ୍ଷରୁ ଗତକାଲି ବାଲୁଗାଁ ଥାନାରେ ଅଭିଯୋଗ ପରେ ତଦନ୍ତ ଆରମ୍ଭ କରିଛି…
Read More...

ବାଲିଗୁଡା : ଅକ୍ଷୟ ତୃତୀୟାରେ ରଥ କାଠ ଅନୁକୂଳ  ।

ବାଲିଗୁଡା, ୨୦/୦୪(ପିପିଟି): ପବିତ୍ର ଅକ୍ଷୟ ତୃତୀୟା, ଏହି ଦିନଟି ଓଡ଼ିଆ ଜାତି ପାଇଁ ଏକ ଶୁଭ ଦିନ ହୋଇଥିବା ବେଳେ ଏହି ଦିନରେ ସମସ୍ତ ଶୁଭ କାର୍ଯ୍ୟ ଆରମ୍ଭ ହୋଇଥାଏ। ଜଗନ୍ନାଥ ସଂସ୍କୃତି ଏବଂ ପରମ୍ପରା ଅନୁସାରେ ମହାପ୍ରଭୁ…
Read More...

ରାଧା କୃଷ୍ଣଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ।

ବୋଲଗଡ଼,୨୦/୪(ପିପିଟି): ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ସାଗରଗୁଆଁ ପଞ୍ଚାୟତର ପୋଡାପାଟଣା ଗ୍ରାମରେ ଥିବା ଭାଗବତ ଦେବଙ୍କ ପୀଠରେ ରାଧା କୃଷ୍ଣଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି…
Read More...

ପାଙ୍ଗିଡି ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି।

ପୋଲସରା,୨୦/୦୪ (ପିପିଟି) : ବୁଗୁଡା ବ୍ଲକର ପାଙ୍ଗିଡି ପଞ୍ଚାୟତରେ ଆଜି ପଞ୍ଚାୟତ ସ୍ତରୀୟ ଦ୍ଵିତୀୟ ପର୍ଯ୍ୟାୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ବୁଗୁଡା ବିଡିଓ ଦୁତିକୃଷ୍ଣ ପାତ୍ରଙ୍କ ତତ୍ତ୍ଵାବଧାନରେ…
Read More...

କବିସୂର୍ଯ୍ୟ ବଳଦେବ ରଥଙ୍କ ଶ୍ରାଦ୍ଧୋତ୍ସବ ପାଳିତ;ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ।

କବିସୂର୍ଯ୍ୟନଗର,୨୦/୦୪(ପିପିଟି):ଓଡ଼ିଶା ସାହିତ୍ୟ ଏକାଡେମୀ ଓ କବିସୂର୍ଯ୍ୟ ସାହିତ୍ୟ ସଂସଦ,ଆଠଗଡ଼ପାଟଣାଙ୍କ ମିଳିତ ସହଯୋଗରେ କବିସୂର୍ଯ୍ୟ ବଳଦେବ ରଥଙ୍କ ଶ୍ରଦ୍ଧୋତ୍ସବ ପାଳନ, ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଆଠଗଡ଼ପାଟଣା…
Read More...

କଣଛାଇରେ ପଞ୍ଚାୟତ ସ୍ତରୀୟ ଦ୍ୱିତୀୟ ପର୍ଯ୍ୟାୟ ଜନଶୁଣାଣି।

ପୋଲସରା,୨୦/୦୪ (ପିପିଟି): ପୋଲସରା ବ୍ଲକର କଣଛାଇ ଗ୍ରାମ ପଞ୍ଚାୟତ ପରିସରରେ ପଞ୍ଚାୟତ ସ୍ତରୀୟ ଦ୍ୱିତୀୟ ପର୍ଯ୍ୟାୟ ଜନଶୁଣାଣି ପୋଲସରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଶିଭୂଷଣ ମହାପାତ୍ରଙ୍କ ନିର୍ଦ୍ଦେଶକ୍ରମେ ଅନୁଷ୍ଠିତ…
Read More...

ଜିଲ୍ଲାସ୍ତରୀୟ ଅକ୍ଷୟ ତୃତୀୟା କୃଷକ ଦିବସ ପାଳନ; ଅଖିମୁଠି ଅନୁକୂଳ କଲେ ମନ୍ତ୍ରୀ ବିଭୁତି ଜେନା ।

ଭଞ୍ଜନଗର, ୨୦/୦୪(ପିପିଟି):ପବିତ୍ର ଅକ୍ଷୟ ତୃତୀୟାରେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟ ବେଣା କୁନ୍ଦା କୃଷି ବିଜ୍ଞାନ କେନ୍ଦ୍ର ଠାରେ ଆଜି ଜିଲ୍ଲା ସ୍ତରୀୟ କୃଷକ ଦିବସ ପାଳନ କରାଯାଇଛି। ଏଥିରେ ମୁଖ୍ୟ ଅତିଥି ରୂପେ ବାଣିଜ୍ୟ,…
Read More...

ଧର୍ମଶାଳା ଷ୍ଟାଡିଅମ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ।

ଯାଜପୁର, ୨୦/୦୪ (ପିପିଟି): ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଧର୍ମଶାଳା ଷ୍ଟାଡିଅମ ପରିସରରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି  ଜିଲ୍ଲାପାଳ ଅମ୍ବର କୁମାର କର…
Read More...

ସିବିଏସଇ ଦଶମ ପରୀକ୍ଷାରେ ବିଏଚଏସସି କଳମ୍ବର ଶତପ୍ରତିଶତ ସଫଳତା ।

ପୋଲସରା,୨୦/୦୪ (ପିପିଟି) :୨୦୨୫-୨୬ ଶିକ୍ଷାବର୍ଷରେ ଅନୁଷ୍ଠିତ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ କଳମ୍ବ ଗ୍ରାମ ପଞ୍ଚାୟତ ସ୍ଥିତ ବୀଣାପାଣି ହାଇଟେକ୍ ଷ୍ଟଡି ସେଣ୍ଟର କଳମ୍ବର ଅଧ୍ୟୟନରତ…
Read More...