ପାହାଡି ତରଙ୍ଗ ତରଫରୁ ସାଧାରଣ ତନ୍ତ୍ର ଦିବସ ପାଳିତ ।
ବାଲିଗୁଡା,୨୬/୦୧(ପିପିଟି): ବାଲିଗୁଡ଼ାଠାରେ ଥିବା କନ୍ଧମାଳ ଜିଲ୍ଲାର ସର୍ବପୁରାତନ କଳା ଓ ସାଂସ୍କୃତିକ ଅନୁଷ୍ଠାନ "ପାହାଡ଼ି ତରଙ୍ଗ "ତରଫରୁ ୭୩ ତମ ପବିତ୍ର ସାଧାରଣ ତନ୍ତ୍ର ଦିବସ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର…
Read More...
Read More...