କରୋନା ସଂକ୍ରମଣ ରୋକିବାକୁ ପ୍ରଶାସନର ତତ୍ପରତା ;କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ ଜୋରିମାନା ସହ ଦୁଇଟି ଦୋକାନ ସିଲ୍ ।
ବାଲିଗୁଡ଼ା,୧୭/୦୪.(ପିପିଟି): କରୋନା ଦ୍ବିତୀୟ ଲହରୀରେ ସାରା ଦେଶରେ ହୁହୁ ହୋଇ ସଂକ୍ରମଣ ବଢ଼ିବାରେ ଲାଗିଛି । ଏହାର ପ୍ରଭାବ ଓଡ଼ିଶାରେ ମଧ୍ୟ ଦେଖିବାକୁ ମିଳିଛି । ସଂକ୍ରମଣ ରୋକିବାକୁ ମୁଖ୍ୟମନ୍ତ୍ରୀ ବିଭିନ୍ନ ପଦକ୍ଷେପ…
Read More...
Read More...