ଅଖିଳ ଭାରତ କୃଷକ ସଭା ପୋଲସରା ଆଞ୍ଚଳିକ କମିଟି ପକ୍ଷରୁ ଦାବି ପତ୍ର ପ୍ରଦାନ।
ପୋଲସରା,୨୬/୦୧(ପିପିଟି):ଅଖିଳ ଭାରତ କୃଷକ ସଭା ପୋଲସରା ଆଞ୍ଚଳିକ କମିଟି ପକ୍ଷରୁ ଆଜି ଗଞ୍ଜାମ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଏକ ସାତ ଦଫା ସମ୍ବଳିତ ଦାବିପତ୍ର ପୋଲସରା ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି।…
Read More...
Read More...