ଓଡିଶାରେ ସଂକ୍ରାମିତ ସଂଖ୍ୟା ୨,୦୫,୪୫୨,ମୃତ ସଂଖ୍ୟା ୭୮୩ ।
ଭୁବନେଶ୍ଵର,ତା-୨୬/୦୯(ପିପିଟି); ଖୋର୍ଦ୍ଧା ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୩୫,୦୮୦ ମଧ୍ୟରୁ ୨୮,୨୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୩ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ଦ୍ୱିତୀୟ ସ୍ଥାନରେ ଗଞ୍ଜାମ ଜିଲ୍ଲାରେ!-->…
Read More...
Read More...