Browsing Category

ଜିଲ୍ଲା

ଅଂଶୁଘାତରେ ମୃତ୍ୟୁ ସନ୍ଦେହ ।

ସମ୍ବଲପୁର,୧୮/୦୪: ସମ୍ବଲପୁରରେ ପ୍ରଥମ ଅଂଶୁଘାତ ଜନିତ ମୃତ୍ୟୁ ଅଭିଯୋଗ ଶନିବାର ହୋଇଛି ।ସମ୍ବଲପୁର ଜିଲା ଝାଙ୍କରପାଲି ଗ୍ରାମ ପଞ୍ଚାୟତ ର ରସିଆପାଲି ଗ୍ରାମର ୪୪ ବର୍ଷୀୟ ଯୁବକ ବିଶ୍ୱଜିତ ସାହୁ ଆଜି ସକାଳ ପ୍ରାୟ ୯ ଟା ସମୟରେ…
Read More...

ବାରାହ ଆକ୍ରମଣରେ ଦୁଇ ଗୁରୁତର ।

ଅନୁଗୋଳ,୧୮/୦୪:କେନ୍ଦୁପତ୍ର ତୋଳିବା ପାଇଁ ଯାଇଥିବା ବେଳେ ବାରାହ କଲା ଆକ୍ରମଣ। ଯାହା ଫଳରେ ଦୁଇ ଗୁରୁତର ହୋଇ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ  ଚିକିତ୍ସିତ ହେଉଛନ୍ତି। ଦୁଇ ଗୁରୁତର ହେଲେ ଦେବଗଡ଼ ଜିଲ୍ଲାର…
Read More...

ରାଜନୀତି ବିଜ୍ଞାନ ବିଭାଗର +୩ ଶେଷ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା।

ପୋଲସରା (ପିପିଟି) ୧୮/୪/୨୬ : ବୁଗୁଡା ପିପୁଲ୍ସ କଲେଜର ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ +୩ ପ୍ରଥମ ଓ ଦ୍ଵିତୀୟ ବର୍ଷର ଛାତ୍ରଛାତ୍ରୀମାନେ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରିଛନ୍ତି।…
Read More...

ହାତୀ ସୁରକ୍ଷା ଦିଗହରା : ବେଲଘରରେ ପୁଣି ଏକ ଦନ୍ତା ହାତୀ ମୃତ : ୪ ମାସରେ ମଲେଣି ୩ ହାତୀ ।

କନ୍ଧମାଳ , ୧୮/୦୪(ପିପିଟି): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ଅନ୍ତର୍ଗତ ବେଲଘର ରେଞ୍ଜର ଝିରିପାଣି ବିଟ୍ ଶିମିଳିପଦର ଜଙ୍ଗଲରେ ପୁଣି ଏକ ହାତୀର ମୃତ୍ୟୁ ଘଟିଛି। କିଛିଦିନ ହେବ କଳାହାଣ୍ଡି ଜିଲ୍ଲାରୁ ୨୬ ଟିକିଆ ହାତୀପଲ…
Read More...

ମାଲକାନଗିରିରେ ଶିକ୍ଷାର ବିକାଶ ପାଇଁ ଜିଲ୍ଲାପାଳଙ୍କ ମାଷ୍ଟର ପ୍ଲାନ୍ ।

ମାଲକାନଗିରି,୧୮/୦୪(ପିପିଟି):ଜିଲ୍ଲାରେ ଆଦିବାସୀ ଛାତ୍ରଛାତ୍ରୀଙ୍କୁ ମିଳିବ ଉଚ୍ଚକୋଟୀର ଶିକ୍ଷା ଏବଂ ଅତ୍ୟାଧୁନିକ ସୁବିଧା ସୁଯୋଗ। ଶିକ୍ଷାର ମାନ ବୃଦ୍ଧି ଏବଂ ଭିତ୍ତିଭୂମିର କାୟାକଳ୍ପ ପାଇଁ ଗୁରୁତ୍ୱ ଦିଆଯାଉଛି। ଏହି…
Read More...

ମାଲକାନଗିରିରେ ସି.ବି.ଏସ୍.ଇ. ଦଶମ ଶ୍ରେଣୀ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ଜିଲ୍ଲାପାଳଙ୍କ ଦ୍ୱାରା ସମ୍ମାନିତ ।

ମାଲକାନଗିରି,୧୮/୦୪(ପିପିଟି):ଆଜି ଜିଲ୍ଲା ପରିଷଦ ସଭାଗୃହରେ ଆୟୋଜିତ ଏକ ସ୍ୱତନ୍ତ୍ର ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ମାନ୍ୟବର ଜିଲ୍ଲାପାଳ, ମାଲକାନଗିରି ପ୍ରଥମେଶ ଅରବିନ୍ଦ ରାଜେଶିର୍କେ ସି.ବି.ଏସ.ଇ. ଦଶମ ପରୀକ୍ଷାରେ ୯୦%…
Read More...

ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ ଉପରେ ଜିଲ୍ଲାପାଳଙ୍କ ଗୁରୁତ୍ୱ ।

ମାଲକାନଗିରି,୧୮/୦୪(ପିପିଟି):ଜିଲ୍ଲାର ପ୍ରତିଟି ନାଗରିକଙ୍କ ପାଖରେ ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା ପହଞ୍ଚାଇବା ଏବଂ ଚିକିତ୍ସା ଭିତ୍ତିଭୂମିକୁ ସୁଦୃଢ଼ କରିବା ଲକ୍ଷ୍ୟରେ ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଏକ…
Read More...

ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ।

ପୋଲସରା,୧୭/୦୪ (ପିପିଟି):ବିଜ୍ଞାନ ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ପକ୍ଷରୁ ଯୁକ୍ତ ତିନି ପ୍ରଥମ ବର୍ଷ ଓ ଦ୍ଵିତୀୟ ବର୍ଷ ଛାତ୍ର ଛାତ୍ରୀ ଙ୍କ ଦ୍ୱାରା ଶେଷ ବର୍ଷ ଛାତ୍ର ଛାତ୍ରୀ ଙ୍କୁ ବିଦାୟ ଦେବା ଅବକାଶରେ ସ୍ଥାନୀୟ ମା…
Read More...

ଧର୍ମଶାଳା ବିଧାୟକଙ୍କୁ ଜନ୍ମଦିନର ଶୁଭେଛା ଜଣାଇବା ଲାଗି କର୍ମୀମାନଙ୍କ ଅହେତୁକ ଭିଡ ।

ଯାଜପୁର , ୧୭/୦୪(ପିପିଟି ): ଧର୍ମଶାଳାର ବିଧାୟକ ତଥା ଓଡିଶା ଓ ଜିଲ୍ଲାର ହେବିୱେଟ ନେତା ହିମାଂଶୁ ଶେଖର ସାହୁଙ୍କ ଆଜି ଜନ୍ମଦିନକୁ ନିଜ ନିର୍ବାଚନ ମଣ୍ଡଳୀରେ ଖୁବ ଆଡମ୍ବର ସହକାରେ ପାଳନ କରାଯାଇଛି । ପଶ୍ଚିିମବଙ୍ଗ…
Read More...