Browsing Category

ଜିଲ୍ଲା

ବୀରମହାରାଜପୁର ରେ ବିଜେପି ପରିବାର ପକ୍ଷରୁ ମେଗା ରକ୍ତଦାନ ଶିବିର ,୬୭ ୟୁନିଟ ରକ୍ତ ସଂଗ୍ରହ ।

ସୁବର୍ଣ୍ଣପୁର ,୧୮/୦୯(ପିପିଟି ):ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ପଞ୍ଚାୟତ ସମିତି ସଭାଗୃହ ଠାରେ ଜିଲ୍ଲା ବିଜେପି ପରିବାର ପକ୍ଷରୁ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଭାରତବର୍ଷ ର ଯଶସ୍ବୀ ପ୍ରଧାନମନ୍ତ୍ରୀ…
Read More...

କାର ସହ ଗଞ୍ଜେଇ ଜବତ; ୩ ଅଭିଯୁକ୍ତ ଗିରଫ ।

ଭଞ୍ଜନଗର, ୧୮/୦୯(ପିପିଟି):କନ୍ଧମାଳ ଜିଲ୍ଲାରୁ ଏକ କାର୍ ଯୋଗେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ ଭଞ୍ଜନଗର ଅବକାରୀ ବିଭାଗ ସେମାନଙ୍କୁ ଧରିବାରେ ସକ୍ଷମ ହୋଇଛି।ଅବକାରୀ ବିଭାଗ ପକ୍ଷରୁ ପେଟ୍ରୋଲିଂ ଚାଲିଥିବା ବେଳେ ଗୋଟିଏ…
Read More...

ସରକାରୀ ଆଇଟିଆଇ ଛତ୍ରପୁର କର୍ମସ୍ଥଳୀରେ ମହିଳାମାନଙ୍କ ଯୌନ ନିର୍ଯାତନା ବିଷୟରେ ସଚେତନତା ଉପରେ କର୍ମଶାଳା ।

ଛତ୍ରପୁର,୧୮/୦୯(ପିପିଟି):କର୍ମସ୍ଥଳୀରେ ମହିଳାମାନଙ୍କ ଯୌନ ନିର୍ଯାତନା ବିଷୟରେ ସଚେତନତା ବୃଦ୍ଧି କରିବା ପାଇଁ ସରକାରୀ ଆଇଟିଆଇ ଛତ୍ରପୁରରେ ଏକ ଗୁରୁତ୍ୱପୂର୍ଣ୍ଣ କର୍ମଶାଳା ଆୟୋଜନ କରାଯାଇଥିଲା। ଏହି ଅଧିବେଶନର ଲକ୍ଷ୍ୟ…
Read More...

ବେଲଗୁଣ୍ଠାରେ ସୁସ୍ଥ ନାରୀ ସଶକ୍ତ ପରିବାର କାର୍ଯ୍ୟକ୍ରମ ।

ବେଲଗୁଣ୍ଠା,୧୮/୦୯(ପିପିଟି): ବେଲଗୁଣ୍ଠା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସୁସ୍ଥ ନାରୀ ସଶକ୍ତ ପରିବାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବେଲଗୁଣ୍ଠା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀକ୍ଷକ ଡାକ୍ତର ସବିତା ବେହେରାଙ୍କ…
Read More...

ମହିଳା କନେଷ୍ଟବଳ ଶୁଭମିତ୍ରା ହତ୍ୟା ଘଟଣାରେ ଉଦବେଗ ପ୍ରକାଶ କଲେ ମଧୁସ୍ମିତା ।

ଯାଜପୁର,୧୮/୦୯(ପିପିଟି):ମହିଳା କଂଗ୍ରେସ ନେତ୍ରୀ ମଧୁସ୍ମିତା ଆଚାର୍ଯ୍ୟ ରାଜ୍ୟ ସରକାର ଓ ପୁଲିସ ବିଭାଗର କାର୍ଯ୍ୟଦକ୍ଷତା ଉପରେ ତୀବ୍ର ସମାଲୋଚନା କରିଛନ୍ତି । ଭୁବନେଶ୍ୱର କମିଶନରେଟ ପୁଲିସରେ କାର୍ଯ୍ୟରତ ୨୫ ବର୍ଷୀୟା…
Read More...

ରାହାଡାରେ ସୁସ୍ଥ ନାରୀ ସଶକ୍ତ ପରିବାର କାର୍ଯ୍ୟକ୍ରମ ଅନୁଷ୍ଠିତ ।

ବେଗୁନିଆପଡ଼ା,୧୮/୦୯(ପିପିଟି): ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ୍ ଅନ୍ତର୍ଗତ ଷଣ୍ଢମୂଳ ପଞ୍ଚାୟତ ରାହାଡ଼ା ସ୍ଥିତ ଆୟୁଷ୍ମାନ ଆରୋଗ୍ଯ ମନ୍ଦିର ପରିସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମ ଦିନ ଅବସରରେ…
Read More...

କଳିଙ୍ଗା ଘାଟିରେ ଭୂ-ସ୍ଖଳନ ଘଟଣା: ମରାମତି କାମ ପରିଦର୍ଶନ କଲେ କନ୍ଧମାଳ ଜିଲାପାଳ ।

ବାଲିଗୁଡ, ୧୮/୦୯ :(ପିପିଟି): କନ୍ଧମାଳ ଜିଲା ଦେଇ ଯାଇଥିବା ୧୫୭ ନମ୍ବର ଜାତୀୟ ରାଜପଥ କଳିଙ୍ଗା ଘାଟିରେ ୧୬ ତାରିଖ ମଙ୍ଗଳବାର ଅପରାହ୍ନ ସମୟରେ ଲଗାଣ ବର୍ଷାରେ ଭୂସ୍ଖଳନ ଯୋଗୁ ରାସ୍ତା ସମ୍ପୂର୍ଣ୍ଣ ଧୋଇ ହୋଇ ୪୦/୫୦ ଫୁଟର…
Read More...

ଯାତ୍ରା କଳାକାର ଦିବସ ଯାତ୍ରା କଳାକାରଙ୍କ ଅଶ୍ମୀତାର ପରିଚାୟକ : ଅଭୟ ଦାସ ।

ବ୍ରହ୍ମପୁର,୧୮/୦୯(ପିପିଟି):କଳା ଓ କଳାକାର ହିତୈଷୀ ମହାମଞ୍ଚ "ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ" ତରଫରୁ ପବିତ୍ର ଯାତ୍ରା କଳାକାର ଦିବସ ଭୁବନେଶ୍ୱର କଳ୍ପନା ଛକ ସନ୍ନିକଟ ସ୍ଟେପ୍ ଇନ୍ ହୋଟେଲ କନଫରେନସିଂ ହାଲ…
Read More...

କ୍ଷୁଦ୍ର ଓ ମଧ୍ୟମ ସମ୍ୱାଦପତ୍ର ପାଇଁ ସରକାର ସ୍ଵତନ୍ତ୍ର ବିଜ୍ଞାପନ ନୀତି ପ୍ରଣୟନ କରିବାକୁ ଦାବି।

ପୋଲସରା,୧୮/୦୯ (ପିପିଟି) : କ୍ଷୁଦ୍ର ଓ ମଧ୍ୟମ ସମ୍ୱାଦପତ୍ର ପାଇଁ ସରକାର ସ୍ଵତନ୍ତ୍ର ବିଜ୍ଞାପନ ନୀତି ପ୍ରଣୟନ କରିବାକୁ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ସମ୍ୱାଦପତ୍ର ସଂଗଠନ ପକ୍ଷରୁ ଦାବି ହୋଇଛି । କୋରାପୁଟସ୍ଥିତ ଶାବର…
Read More...