Browsing Category

ଜିଲ୍ଲା

ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ୧୮ତମ ବଳିଦାନ ଦିବସ ପାଇଁ ଜାଲେଶପଟ୍ଟାରେ ପହଞ୍ଚିଲେ ବହୁ ସାଧୁସନ୍ଥ ।

ବାଲିଗୁଡା ,୦୩/୦୯ (ପିପିଟି): ଶୁକ୍ରବାର ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ୧୮ତମ ବଳିଦାନ ଦିବସ ପାଳନ ପାଇଁ ଜାଲେଶପଟ୍ଟା ସଂସ୍କୃତ କନ୍ୟାଶ୍ରମ ଉତ୍ସବ ମୁଖର ହୋଇ ଉଠିଛି । ବିଶ୍ଵହିନ୍ଦୁ ପରିଷଦର ବିଭିନ୍ନ ଅଞ୍ଚଳ ରୁ…
Read More...

ବୋଲଗଡ଼ରେ ଉଲ୍ଲାସ ତାଲିମ ଶିବିର ଅନୁଷ୍ଠିତ।

ବୋଲଗଡ଼,୦୩/୦୯(ପିପିଟି): ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଆନୁକୂଲ୍ୟରେ ବଙ୍କୋଇ ସ୍ଥିତ ପିଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଉଲ୍ଲାସ ତାଲିମ ଶିବିର ବୁଧବାର ଦିନ ଅନୁଷ୍ଠିତ ହୋଇଯାଇଛି l ମୁଖ୍ୟ…
Read More...

ରସୁଲପୁରରେ ବ୍ଲକ୍ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ ।

ଯାଜପୁର,୦୩/୦୯(ପିପିଟି ): ଯାଜପୁର ଜିଲ୍ଲା ରସୁଲପୁର ପଞ୍ଚାୟତ ସମିତି ପରିସରରେ ଆଜି ବ୍ଲକ୍ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ୨୦୨୬ ସଫଳତାର ସହ ସମ୍ପନ୍ନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଯାଜପୁର…
Read More...

ସମାଜସେବୀ ସ୍ବର୍ଗତ ସରସ୍ଵତୀ ପ୍ରଧାନଙ୍କ ପ୍ରଥମ ବାର୍ଷିକ ଶ୍ରାଦ୍ଧୋତ୍ସବ ପାଳିତ ।

ବ୍ରହ୍ମପୁର,୦୩/୦୯(ପିପିଟି):ବ୍ରହ୍ମପୁର ସ୍ଥିତ କାର୍ଜୀ ସାହି,ଆଙ୍କୁଲି ବାସିନ୍ଦା ସମାଜସେବୀ ସ୍ବର୍ଗତ ସରସ୍ଵତୀ ପ୍ରଧାନଙ୍କ ପ୍ରଥମ ବାର୍ଷିକ ଶ୍ରାଦ୍ଧୋତ୍ସବ ପାଳିତ ହୋଇଯାଇଛି । ଏହି ଶ୍ରାଦ୍ଧୋତ୍ସବରେ ପୁତ୍ର ବୁଲୁ ପ୍ରଧାନ…
Read More...

ପ୍ରାତଃ ଭ୍ରମଣ ବେଳେ ଅଜଣା ଗାଡି ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ।

ଅନୁଗୋଳ,୦୩/୦୯ : ଗୁରୁବାର ସକାଳେ ଜଣେ ବ୍ୟକ୍ତି ପ୍ରାତଃ ଭ୍ରମଣ କରୁଥିବା ବେଳେ ଏକ ଅଜଣା ଗାଡ଼ି ଧକ୍କା ଦେବାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିବା…
Read More...

ତୃଣମୂଳ ସ୍ତରରେ ସରକାରୀ ସେବାର ଗୁଣବତ୍ତା ଅନୁଧ୍ୟାନ କଲେ ଜିଲ୍ଲାପାଳ ।

ମାଲକାନଗିରି,୦୩/୦୯(ପିପିଟି):ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେ ଆଜି ଜିଲ୍ଲାର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟାଳୟଗୁଡ଼ିକର ବାର୍ଷିକ ଯାଞ୍ଚ ସମ୍ପାଦନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସେ…
Read More...

ବିଭିନ୍ନ ଶିକ୍ଷାନୁଷ୍ଠାନରେ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ।

ମାଲକାନଗିରି, ୦୩/୦୯(ପିପିଟି):ମାଲକାନଗିରି ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ପତ୍ର ସଂଖ୍ୟା ୫୩୪୮ (ତା: ୩୧.୦୮.୨୦୨୬) ଅନୁଯାୟୀ ଜିଲ୍ଲାର ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ବ୍ୟାପକ…
Read More...

ବ୍ଲକ୍ ସ୍ତରୀୟ ନବ ଭାରତ ସାକ୍ଷରତା (ଉଲ୍ଲାସ) ତାଲିମ।

ପୋଲସରା,୦୩/୦୯(ପିପିଟି):  ପୋଲସରା ବ୍ଲକ ସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ 'ଉଲ୍ଲାସ' ଅଧୀନରେ ବ୍ଲକ୍ ଗ୍ରାମପଞ୍ଚାୟତ କ୍ଲଷ୍ଟର ସ୍ତରୀୟ ନୋଡାଲ ଅଧିକାରୀମାନଙ୍କ ତାଲିମ କାର୍ଯ୍ୟକ୍ରମ ପୋଲସରା ପୌରପରିଷଦ ସ୍ଥିତ…
Read More...