Browsing Category

ଜିଲ୍ଲା

୧୩ ଦିନିଆ ମାସନ୍ତ ମେରୁ ଦଣ୍ଡଯାତ୍ରା ଉଦଯାପିତ : ଯାତ୍ରା ସାରି ମନ୍ଦିର ଫେରିଲେ ମା’ ଦକ୍ଷିଣକାଳୀ ।

ବାଲିଗୁଡା ,୧୩/୦୪(ପିପିଟି) କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଚଳିତ ମାସ ୦୧ ତାରିଖ ଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ ମେରୁ ଦଣ୍ଡଯାତ୍ରା ୧୩ ତାରିଖ ସୋମବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି ।…
Read More...

ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲ୍ଲାସ୍ତରୀୟ “ଆମ ରୁଚି ଆମ ଖାଦ୍ୟ” କାର୍ଯ୍ୟକ୍ରମ ଅନୁଷ୍ଠିତ ।

ଛତ୍ରପୁର,୧୩/୦୪(ପିପିଟି) :ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଚେତନାରେ ଆମର ପାରମ୍ପରିକ ଖାଦ୍ୟ ଏକ ଅବିଚ୍ଛେଦ୍ୟ ଅଙ୍ଗ। 'ଓଡ଼ିଆ ପକ୍ଷ-୨୦୨୬' ଅବସରରେ 'ଆମ ରୁଚି ଆମ ଖାଦ୍ୟ' କାର୍ଯ୍ୟକ୍ରମ ଆମର ଏହି ଗୌରବମୟ ଖାଦ୍ୟ ପରମ୍ପରାକୁ…
Read More...

ନାରୀଶକ୍ତି ବନ୍ଦନ ଅଧିନିୟମ ପଦଯାତ୍ରା ।

ବ୍ରହ୍ମପୁର,୧୩/୦୪(ପିପିଟି): ନାରୀ ସଶକ୍ତିକରଣ ଏବଂ ଆତ୍ମ ସମ୍ମାନର ସମ୍ବର୍ଦ୍ଧନା ଉଦ୍ଧେଶ୍ୟରେ ନାରୀଶକ୍ତି ବନ୍ଦନ ଅଧିନିୟମ ପଦଯାତ୍ରା ଆଜି ସକାଳ ୮ ଘଣ୍ଟା ୩୦ମିନିଟରେ ଆୟୋଜିତ ହୋଇଯାଇଛି । ଏହି ପଦଯାତ୍ରା ବ୍ରହ୍ମପୁର…
Read More...

ବିଦ୍ୟୁତ୍ ଆଘାତରେ ବିଦ୍ୟୁତ୍ କର୍ମଚାରୀଙ୍କ ମୃତ୍ୟୁ।

ପୋଲସରା,୧୨/୦୪ (ପିପିଟି) :ଆଜି ପୋଲସରା ଢୁଙ୍କାପଡା ଗ୍ରାମର ବିଦ୍ୟୁତ୍ ଖୁଣ୍ଟରେ ଚଢି କାମ କରୁଥିବା ବେଳେ ଉକ୍ତ ଗ୍ରାମ ନୂଆ ସାହିର ୨୬ ବର୍ଷର ସୁଶାନ୍ତ ଗୌଡ଼ଙ୍କର ବିଦ୍ୟୁତ୍ ଆଘାତରେ ମୃତ୍ୟୁ ଘଟିଥିବା ଜଣାପଡିଛି। ଘଟଣା…
Read More...

ଓଡ଼ିଆ ପକ୍ଷ ୨୦୨୬ ଅବସରରେ ଜିଲ୍ଲାସ୍ତରୀୟ ବନ୍ଦନୀୟ ବରପୁତ୍ର ଓ କବିତା ପାଠୋତ୍ସବ ଆୟୋଜିତ ।

ଛତ୍ରପୁର,୧୨/୦୪(ପିପିଟି): ଓଡ଼ିଆ ପକ୍ଷ ପାଳନ ଅବସରରେ ଜିଲ୍ଲା ସଂସ୍କୃତି ବିଭାଗ ପକ୍ଷରୁ ଗଞ୍ଜାମ ଜିଲ୍ଲାପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ବନ୍ଦନୀୟ ବରପୁତ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି ।…
Read More...

କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ ।

ବାଲିଗୁଡା, ୧୨/୦୪(ପିପିଟି): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସ୍ଥିତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ରେ ଦୀର୍ଘ ୫ମାସ ହେଲା ବି.ଇ.ଓ. ପଦବୀ ଖାଲି ପଡିଛି । ଯାହା ଫଳରେ ଶିକ୍ଷା…
Read More...

ମାତୃଭାଷାର ଐତିହ୍ୟ ସମ୍ପର୍କରେ ପାଠଚକ୍ର ।

କୋଦଳା ,୧୨/୦୪(ପିପିଟି): ଆଜି କୋଦଳା ଲକ୍ଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟ ପରିସରରେ ଓଡ଼ିଆ ପକ୍ଷ ଉପଲକ୍ଷେ ଅଧ୍ୟକ୍ଷ ରଘୁନାଥ ମୁଦୁଲିଙ୍କ ସଭାପତିତ୍ବରେ ଏବଂ ସଂଯୋଜିକା ରଂଜୁବାଳା ନନ୍ଦଙ୍କ ତତ୍ତ୍ଵାବଧାନରେ ବନ୍ଦନୀୟ…
Read More...

ଯୁକ୍ତ ତିନି ଛାତ୍ରୀମାନଙ୍କ ଆତ୍ମ ସୁରକ୍ଷା ତାଲିମ ପାଇଁ ପୂର୍ବ ପ୍ରସ୍ତୁତି ବୈଠକ ।

ପୋଲସରା,୧୨/୦୪(ପିପିଟି ):: ପୋଲସରା ବିଜ୍ଞାନ ମହାବିଦ୍ୟାଳୟର ଯୁକ୍ତ ତିନି ଛାତ୍ରୀମାନଙ୍କ ଆତ୍ମ ସୁରକ୍ଷା ତାଲିମ ଶିବିର ପାଇଁ ପୂର୍ବ ପ୍ରସ୍ତୁତି ବୈଠକ ଗତକାଲି କଲେଜର ପ୍ରିନ୍ସପାଲ ଡକ୍ଟର ଦିଲ୍ଲୀପ କୁମାର ନାୟକଙ୍କ…
Read More...

ଦର୍ଶନଶାସ୍ତ୍ର ବିଭାଗ ଯୁକ୍ତ ତିନି ଶେଷ ବର୍ଷର ଛାତ୍ରଛାତ୍ରୀ ଙ୍କୁ ବିଦାୟ ସମ୍ବର୍ଦ୍ଧନା।

ପୋଲସରା ୧୨/୦୪(ପିପିଟି) : ପୋଲସରା ବିଜ୍ଞାନ ମହାବଦ୍ୟାଳୟର ଦର୍ଶନଶାସ୍ତ୍ର ବିଭାଗ ପକ୍ଷରୁ ଯୁକ୍ତ ତିନି ଶେଷ ବର୍ଷର ଛାତ୍ରଛାତ୍ରୀ ବୃନ୍ଦଙ୍କ ପାଇଁ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ଗତକାଲି ଅନୁଷ୍ଠିତ ହୋଯାଇଅଛି। କଲେଜର…
Read More...

ନନ୍-କ୍ୟାଡ଼ର ପବ୍ଲିକ ପ୍ରୋସିକ୍ୟୁଟରଙ୍କ ତାଲିମ କାର୍ଯ୍ୟକ୍ରମ ଆୟୋଜିତ ।

ଯାଜପୁର, ୧୧/୦୪(ପିପିଟି): ଯାଜପୁର ଜିଲ୍ଲାର ନନ୍-କ୍ୟାଡ଼ର ପବ୍ଲିକ ପ୍ରୋସିକ୍ୟୁଟରମାନଙ୍କ ପାଇଁ ଦୁଇ ଦିନିଆ ଇଣ୍ଡକ୍ସନ ଏବଂ ରିଫ୍ରେସର ଟ୍ରେନିଂ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଓଡ଼ିଶା ସରକାରଙ୍କ ଆଇନ ବିଭାଗ ଦ୍ଵାରା ପବ୍ଲିକ…
Read More...