Browsing Category

ରାଜ୍ୟ ଖବର

ଜାତୀୟ ଅନୁସୂଚିତ ଜନଜାତି ଆୟୋଗ ଅଧ୍ୟକ୍ଷଙ୍କ ସମୀକ୍ଷା ବୈଠକ ।

ଭୁବନେଶ୍ୱର,୦୮/୦୯(ପିପିଟି): ଜାତୀୟ ଅନୁସୂଚିତ ଜନଜାତି ଆୟୋଗ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ ଦୁଇ ଦିନିଆ ରାଜ୍ୟ ଗସ୍ତରେ ଆସି ଅନୁସୂଚିତ ଜନଜାତିଙ୍କ ବିକାଶ ଓ କଲ୍ୟାଣ ସମ୍ପର୍କରେ ସମୀକ୍ଷା କରିଛନ୍ତି । ଶ୍ରୀ ଆର୍ଯ୍ୟ ଗତକାଲି…
Read More...

ସ୍ୱତନ୍ତ୍ର ସଘନ ସଂଶୋଧନ ସମ୍ପର୍କରେ ରାଜନୈତିକ ଦଳ ପ୍ରତିନିଧିଙ୍କ ସହ ବୈଠକ ।

ଯାଜପୁର,୦୮/୦୯(ପିପିଟି):ଗତକାଲି ଅପରାହ୍ନରେ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କରଙ୍କ ଅଧ୍ୟକ୍ଷତାରେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାର ବର୍ତ୍ତମାନ ସ୍ଥିତି ଓ ପରବର୍ତ୍ତୀ…
Read More...

ମାଲକାନଗିରି ଜିଲ୍ଲାପାଳଙ୍କୁ ମିଳିବ ପ୍ରତିଷ୍ଠିତ ସ୍କଚ୍ ଆୱାର୍ଡ ।

ମାଲକାନଗିରି,୦୮/୦୯(ପିପିଟି): ପ୍ରଶାସନିକ ଦକ୍ଷତା ଏବଂ ଜନକଲ୍ୟାଣକାରୀ ଅଭିନବ ପ୍ରୟାସ କ୍ଷେତ୍ରରେ ମାଲକାନଗିରି ଜିଲ୍ଲା ପ୍ରଶାସନ ଏକ ବଡ଼ ସଫଳତା ହାସଲ କରିଛି। ଜିଲ୍ଲାର ପ୍ରମୁଖ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ ପ୍ରଗତି ପଥେ…
Read More...

ବିପଦପୂର୍ଣ୍ଣ କୋଠା ବିରୋଧରେ ସରକାରଙ୍କ କଡାକାର୍ଯ୍ୟାନୁଷ୍ଠାନ ।

ଭୁବନେଶ୍ୱର,୦୮/୦୯(ପିପିଟି):ସହରାଞ୍ଚଳରେ ନାଗରିକଙ୍କ ଜୀବନ ଓ ସମ୍ପତ୍ତିର ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ବିପଦପୂର୍ଣ୍ଣ ଓ ଅସୁରକ୍ଷିତ କୋଠାଗୁଡ଼ିକ ବିରୋଧରେ କଡ଼ା ପଦକ୍ଷେପ ନେବାକୁ ଗୃହନିର୍ମାଣ ଓ ନଗର ଉନ୍ନୟନ…
Read More...

ଗଞ୍ଜାମ ଜିଲ୍ଲାରେ ବର୍ଷକୁ ହଜାରେ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ଲଘୁଖଣିଜ ଲୁଟ; ମାଫିଆ,ଅଧିକାରୀ ଓ ନେତା ସାମିଲ –…

କବିସୂର୍ଯ୍ୟନଗର,୦୮/୦୯(ପିପିଟି): ଗଞ୍ଜାମ ଜିଲ୍ଲାରେ ଲଘୁଖଣିଜ ଚୋରି ବଢି ଚାଲିଛି । ଧର୍ମକୁ ଆଖିଠାର ଭଳି ଗାଡି ଧରାଯାଉଛି । ଲଘୁଖଣିଜ ଲୁଟ ଘଟଣାରେ ମାଫିଆ,ଅଧିକାରୀ ଓ ନେତାଙ୍କ ସଂପୃକ୍ତି ରହୁଛି । ଗଞ୍ଜାମ ଜିଲ୍ଲାର…
Read More...

ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଜ୍ୟପାଳ ।

ସମ୍ବଲପୁର, ୦୭/୦୯: ଛାତ୍ରଙ୍କ ଜୀବନରେ ଡିଗ୍ରୀ ଦ୍ୱାର ଖୋଲିବ ଏବଂ ନିଷ୍ପତ୍ତି ଜୀବନ ଗଢ଼ିବ ବୋଲି ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି କହିଛନ୍ତି I ସୋମବାର ଦିନ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର…
Read More...

ପିଜିଟି ଶିକ୍ଷକଙ୍କ ଦିଗଦର୍ଶନ କର୍ମଶାଳାର ଆୟୋଜନ ପ୍ରଶିକ୍ଷଣ ନେବେ ଇତିହାସର ୧୨୦ ଜଣ ପିଜିଟି।

ଭୁବନେଶ୍ୱର, ୦୭/୦୯(ପିପିଟି):ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅନ୍ତର୍ଗତ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି…
Read More...

ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ ।

ନୂଆଦିଲ୍ଲୀ/ଭୁବନେଶ୍ୱର,୦୭/୦୯(ପିପିଟି):ଆଜି ନୂଆଦିଲ୍ଲୀରେ ଆୟୋଜିତ ସର୍ବଭାରତୀୟ ସ୍ତରରେ କାପାସିଟି ବିଲ୍‌ଡିଂ ସମ୍ମିଳନୀରେ ଯୋଗଦେଇ ମାନ୍ୟବର ବାଚସ୍ପତି ସୁରମା ପାଢ଼ୀ କହିଛନ୍ତି ଯେ ଆମେ ବଜେଟ୍‌ ପ୍ରସ୍ତୁତିଠାରୁ ଆରମ୍ଭ କରି…
Read More...

ଓଡ଼ିଆ ଉଚ୍ଚାରଣ ଅନୁରୂପ ସ୍ଥାନନାମର ସଂଶୋଧିତ ଇଂରାଜୀ ବନାନର ସମାନ ଓ ସର୍ବତ୍ର ବ୍ୟବହାର ପାଇଁ ଜିଲ୍ଲାପାଳମାନଙ୍କୁ…

ଭୁବନେଶ୍ୱର, ୦୬/୦୯(ପିପଟି):ରାଜ୍ୟ କ୍ୟାବିନେଟ୍‌ର ନିଷ୍ପତ୍ତି ଅନୁଯାୟୀ ଓଡ଼ିଆ ଉଚ୍ଚାରଣ ସହ ସମନ୍ୱୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନନାମର ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ ଭାବେ…
Read More...

ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ ।

ଭୁବନେଶ୍ୱର ,୦୬/୦୯(ପିପିଟି):ଗତକାଲି ଓଡ଼ିଶା ପ୍ରଦେଶ କଂଗ୍ରେସର ନବ ଗଠିତ କମିଟି ଘୋଷଣା କରାଯାଇ ସେମାନଙ୍କ ନାମ ତାଲିକା ଏଆଇସିସି ପକ୍ଷରୁ ପ୍ରକାଶ କରାଯାଇଛି। ଉକ୍ତ କମିଟିରେ ସାଧାରଣ ସମ୍ପାଦକ ଭାବେ ଦାୟିତ୍ୱ ପୂର୍ବତନ…
Read More...