ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଫାଶୀରେ ଗୋଷ୍ଠୀ ସଂଘର୍ଷ ଘଟଣା,ଚିକିତ୍ସିତ ଅବସ୍ଥାରେ ଜଣଙ୍କ ମୃତ୍ୟୁ ।
ବେଗୁନିଆପଡା,୦୨/୦୧(ପିପିଟି): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗତ ୧୨ ଡିସେମ୍ବରରେ ଘଟିଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ବ୍ରହ୍ମପୁର ବଡ଼ ମେଡିକାଲ ରେ ଚିକିଛିତ ଅବସ୍ଥାରେ ଜଣେ ବ୍ୟକ୍ତି ମୃତ୍ୟୁବରଣ କରିଥିବା ସୂଚନା ମିଳିଛି।…
Read More...
Read More...