କନ୍ଧମାଳରେ ଆରମ୍ଭ ହୋଇଛି ୧୩ ଦିନିଆ ଦଣ୍ଡଯାତ୍ରା; ଗାଁ ଠୁ ସହର ସବୁଠି ଭକ୍ତିଭାବ ପରିବେଶ ।
ବାଲିଗୁଡ଼ା,୦୫/୦୪(ପିପିଟି): କନ୍ଧମାଳରେ ଆରମ୍ଭ ହୋଇଛି ୧୩ ଦିନିଆ ଦଣ୍ଡଯାତ୍ରା । ମହାମାରୀ କରୋନା କଟକଣା ଯୋଗୁଁ ଗତ ଦୁଇ ବର୍ଷ ଦଣ୍ଡଯାତ୍ରା ହୋଇପାରିନଥିଲା । ଦୁଇବର୍ଷ ପରେ ଦଣ୍ଡଯାତ୍ରା ହେଉଥିବାରୁ ଭକ୍ତ ଶ୍ରଦ୍ଧାଳୁ ଓ…
Read More...
Read More...