ଶାଳବଣ ସାହିତ୍ୟ ପରିଷଦ ତରଫରୁ ମହାବିଷୁବ ସାରସ୍ୱତ ସମ୍ମିଳନୀ ଆୟୋଜିତ ।
ବାଲିଗୁଡା,୧୪/୦୪(ପିପିଟି): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଶାଳବଣ ସାହିତ୍ୟ ପରିଷଦ ଆନୁକୂଲ୍ୟରେ ବନବାସୀ ସେବା ସମିତି ସଭାଗୃହରେ ମହାବିଷୁବ ସାରସ୍ୱତ ସମ୍ମିଳନୀ ଆୟୋଜିତ ହୋଇ ଯାଇଛି । ସଭା ପ୍ରାରମ୍ଭରେ ଶାଳବଣ…
Read More...
Read More...