ସର୍ଟ ସର୍କିଟ ଯୋଗୁଁ ଜଳିଗଲା ମୋବାଇଲ ଦୋକାନ: ୫ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ସାମଗ୍ରୀ ଜଳିପୋଡ଼ି ପାଉଁଶ ।
ବାଲିଗୁଡ଼ା,୦୨/୦୩(ପିପିଟି): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ିରେ ଅଘଟଣ । ସର୍ଟ ସର୍କିଟ ଯୋଗୁଁ ଜଳିଗଲା ମୋବାଇଲ ଦୋକାନ । ପାଞ୍ଚ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ଵ ମୂଲ୍ୟର ସାମଗ୍ରୀ ଜଳିପୋଡ଼ି ପାଉଁଶ…
Read More...
Read More...