ଶହୀଦ ଜବାନଙ୍କୁ ବିମାନ ବନ୍ଦର ଠାରେ ମୁଖ୍ୟମନ୍ତ୍ରୀ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ।
ଭୁବନେଶ୍ବର,୧୧/୧୨: କୁନୁର ହେଲିକପ୍ଟର ଦୁର୍ଘଟଣାରେ ଶହୀଦ ହୋଇଥିବା ଓଡ଼ିଆ ଯୁବକ ରାଣାପ୍ରତାପ ଦାସଙ୍କ ପାର୍ଥିବ ଶରୀର ଆଜି ଭୁବନେଶ୍ୱର ରେ ପହଞ୍ଚିଛି। ମୁଖ୍ୟମନ୍ତ୍ରୀ ନଵୀନ ପଟ୍ଟନାୟକ ଭୁବନେଶ୍ୱର ବିମାନ ବନ୍ଦରକୁ ଯାଇ ଶହୀଦ…
Read More...
Read More...