ଭିଜିଲାନ୍ସ ଜାଲରେ ରାଇକିଆ ତହସିଲଦାର।
ବ୍ରହ୍ମପୁର,୨୯/୦୪(ପିପିଟି): କନ୍ଧମାଳ ଜିଲ୍ଲା ରାଇକିଆ ତହସିଲଦାର ଚକ୍ରଧର ପାଢ଼ୀ ଭିଜିଲାନ୍ସ ଜାଲରେ ଧରା ପଡ଼ିଛନ୍ତି। ସେ ଏକ ପଥର ବୋଝେଇ ଟ୍ରାକ୍ଟର ଓଡି ୧୨ସି ୪୧୦୬କୁ ଛାଡ଼ିବା ପାଇଁ ୪୦ ହଜାର ଟଙ୍କା ଲାଞ୍ଚ ନେଉ ଥିବା…
Read More...
Read More...