ଦୀର୍ଘ ୧୪ ଦିନ ପରେ ପ୍ରବାସୀ ନିଜ ନିଜ ଘରକୁ ପ୍ରତ୍ୟାବର୍ତ୍ତନ କଲେ ।
ସାନଖେମୁଣ୍ଡି,(ପିପିଟି)୧୭/୦୬, ଦୀର୍ଘ ୧୪ ଦିନ ସଙ୍ଗରୋଧ କେନ୍ଦ୍ରରେ ପ୍ରବାସୀ ଓଡ଼ିଆ ରହିଥିବା ବେଳେ ଆଜି ସେମାନଙ୍କ ଧାର୍ଯ୍ୟ ସମୟ ପୁରି ଯାଇଛି । ଭୟାନକ ମହାମାରୀ କରୋନା ଦାଉରୁ ଉଦ୍ଧାର ପାଇଁ ସରକାରଙ୍କ ନିଷ୍ପତ୍ତି!-->…
Read More...
Read More...