ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୧୫୧୭ ଛୁଇଁଲା ,୬୪୯ ଜଣ ସୁସ୍ଥ ।
ଭୁବନେଶ୍ଵର ,(ପିପିଟି)୨୬/୦୫ , ଗଞ୍ଜାମରେ କରୋନା ପଜଟିଭ୍ ସଂଖ୍ୟା ୩୫୮ରେ ପହଞ୍ଚିଛି । ଏହା ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧୩୧୫୯୫ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ !-->…
Read More...
Read More...