ଅନ୍ତ୍ୟୋଦୟ ଗୃହ ଯୋଜନା; ୩୫୪ଜଣଙ୍କୁ କାର୍ଯ୍ୟାଦେଶ ଦେଲେ ଭଞ୍ଜନଗର ବିଧାୟକ ।
ଭଞ୍ଜନଗର, ୩୦/୦୩(ପିପିଟି) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭବାନୀପାଟଣାର ରିଶିଗାଁଠାରେ ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି। ଆଭାସି ମାଧ୍ୟମରେ ରାଜ୍ୟର ଅଧିକାଂଶ ବ୍ଲକରେ ଏହି ଯୋଜନାର ଉଦ୍ଘାଟନ…
Read More...
Read More...