ଆସିକା ଚିନି ଶିଳ୍ପର ପୁନରୁଦ୍ଧାର ପାଇଁ ସରକାରଙ୍କ ଉଦ୍ୟମ,ଗଠନ ହେବ ଟାସ୍କ ଫୋର୍ସ ।
ଭୁବନେଶ୍ୱର,୧୦/୧୨:ଆସିକା ଚିନି କଳର ପୁନରୁଦ୍ଧାର ଓ ଆଧୁନିକୀକରଣ ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏଥିପାଇଁ ଏକ ଟାସ୍କ ଫୋର୍ସ ଗଠନ କରାଯିବ। ଏହି ଟାସ୍କ ଫୋର୍ସରେ କୃଷି, ଅର୍ଥ, ସମବାୟ, ଅବକାରୀ ତଥା ଜଳ ସମ୍ପଦ…
Read More...
Read More...