ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା ।
ଭଞ୍ଜନଗର, ୦୭/୦୪(ପିପିଟି ):ବେଲଗୁଣ୍ଠା ବ୍ଲକ ତନରଡ଼ା ପଞ୍ଚାୟତ ଅନ୍ତର୍ଗତ ନୂଆ ସରପଲ୍ଲୀ ଠାରେ ପ୍ରେମ ବିବାହର କରୁଣ ପରିଣତି ଭଳି ଏକ ଅଭବନୀୟ ଘଟଣା ଦେଖିବାକୁ ମିଳିଛି। ଗତ ସୋମବାର ବିଳମ୍ବିତ ରାତିରେ ଘରୋଇ କଳହରୁ ପ୍ରଥମେ…
Read More...
Read More...